ପ୍ରେରିତ 7:57-58

ପ୍ରେରିତ 7:57-58 OERV

ଏଥିରେ ଯିହୂଦୀ ନେତାମାନେ କାନରେ ହାତ ଦେଇ ଖୁବ୍ ଜୋ‌ର୍‌‌ରେ ପାଟି କଲେ। ସେମାନେ ଏକାଠି ହୋଇ ସ୍ତିଫାନଙ୍କ ଆଡ଼କୁ ଦୌଡ଼ିଲେ। ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ନେଇ ପଥର ମାରିବା ଆରମ୍ଭ କରିଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକର ପାଖରେ ସେମାନଙ୍କର ଲୁଗାପଟା ରଖିଲେ।

Video ପ୍ରେରିତ 7:57-58