ପ୍ରେରିତ 7:59-60
ପ୍ରେରିତ 7:59-60 OERV
ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋ’ ଆତ୍ମାକୁ ଗ୍ରହଣ କର।” ତା'ପରେ ସେ ଆଣ୍ଠୁମାଡ଼ି ପଡ଼ି ଜୋର୍ରେ କହିଲେ, “ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କର ନାହିଁ।” ଏହା କହି ସେ ମୃତ୍ୟୁବରଣ କଲେ।

