ପ୍ରେରିତ 8:29-31

ପ୍ରେରିତ 8:29-31 OERV

ସେତେବେଳେ ପବିତ୍ରଆତ୍ମା ଫିଲି‌ପ୍‌ପଙ୍କୁ କହିଲେ, “ତୁମ୍ଭେ ସେ ରଥ ପାଖକୁ ଯାଇ ସେଠାରେ ରୁହ।” ଫିଲି‌ପ୍‌ପ ରଥ ପାଖକୁ ଯାଇ ତାହାଙ୍କୁ ଯିଶାଇୟ ଭାବବାଦୀଙ୍କର ପୁସ୍ତକ ପଢ଼ିବାର ଶୁଣିଲେ। ସେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଯାହା ପଢ଼ୁଛ, ତାହା କ’ଣ ବୁଝିପାରୁଛ?” ସେ ନପୁଂସକ କହିଲେ, “ଯଦି କେହି ଏହା ବୁଝିବାକୁ ସାହାଯ୍ୟ କରିବେ ନାହିଁ, ତେବେ ମୁଁ ଏହା କିପରି ବୁଝିବି?” ତେଣୁ ସେ ଫିଲି‌ପ୍‌ପଙ୍କୁ ରଥରେ ଚଢ଼ି ନିଜ ପାଖରେ ବସିବା ପାଇଁ ଅନୁରୋଧ କଲେ।

Video ପ୍ରେରିତ 8:29-31