ପ୍ରେରିତ 9:17-18
ପ୍ରେରିତ 9:17-18 OERV
ତେଣୁ ହନନିୟ ଯିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, “ଭାଇ ଶାଉଲ! ପ୍ରଭୁ ଯୀଶୁ ମୋତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦେଇଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖି ପାରିବ ଓ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇପାରିବ।” ଏହି କଥା କହିବା ସଙ୍ଗେ ସଙ୍ଗେ ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା। ସେ ଦେଖି ପାରିଲେ। ତା'ପରେ ସେ ଉଠି ବାପ୍ତିଜିତ ହେଲେ।




