ରୋମୀୟ 1:20

ରୋମୀୟ 1:20 OERV

ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।

Huoneentaulut jakeelle ରୋମୀୟ 1:20

ରୋମୀୟ 1:20 - ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।ରୋମୀୟ 1:20 - ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।