ରୋମୀୟ 12:14-15

ରୋମୀୟ 12:14-15 OERV

ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସେମାନଙ୍କ ପ୍ରତି ତୁମ୍ଭେ ଭଲ ଆଚରଣ କର। ସେମାନଙ୍କୁ ଅଭିଶାପ ଦିଅ ନାହିଁ, ବରଂ ସେମାନଙ୍କୁ ଭଲ କଥା କୁହ। ଯେତେବେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭେମାନେ ସେମାନଙ୍କ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲାବେଳେ ତୁମ୍ଭେମାନେ ତାହାଙ୍କ ସହିତ ଦୁଃଖିତ ହୁଅ।

Video ରୋମୀୟ 12:14-15