ରୋମୀୟ 14:11-12

ରୋମୀୟ 14:11-12 OERV

ଶାସ୍ତ୍ରରେ ଲେଖା ଅଛି: “ପ୍ରଭୁ କହିଛନ୍ତି: ପ୍ରତ୍ୟେକ ଲୋକ ମୋ’ ଆଗରେ ଆଣ୍ଠୁ ମାଡ଼ି ବସିବ। ପ୍ରତ୍ୟେକ ଲୋକ ମୋତେ ପରମେଶ୍ୱର ବୋଲି କହିବ। ମୁଁ ଜୀବିତ ଥିବା ଯେପରି ସତ୍ୟ, ସେହିପରି ଏହା ଘଟିବ।” ଅତଏବ ପ୍ରତ୍ୟେକ ଲୋକକୁ ପରମେଶ୍ୱରଙ୍କ ସାମନାରେ ନିଜ ଜୀବନର ହିସାବ ଦେବାକୁ ହେବ।

Video ରୋମୀୟ 14:11-12

Huoneentaulu jakeelle ରୋମୀୟ 14:11-12

ରୋମୀୟ 14:11-12 - ଶାସ୍ତ୍ରରେ ଲେଖା ଅଛି: “ପ୍ରଭୁ କହିଛନ୍ତି: ପ୍ରତ୍ୟେକ ଲୋକ ମୋ’ ଆଗରେ ଆଣ୍ଠୁ ମାଡ଼ି ବସିବ। ପ୍ରତ୍ୟେକ ଲୋକ ମୋତେ ପରମେଶ୍ୱର ବୋଲି କହିବ। ମୁଁ ଜୀବିତ ଥିବା ଯେପରି ସତ୍ୟ, ସେହିପରି ଏହା ଘଟିବ।” ଅତଏବ ପ୍ରତ୍ୟେକ ଲୋକକୁ ପରମେଶ୍ୱରଙ୍କ ସାମନାରେ ନିଜ ଜୀବନର ହିସାବ ଦେବାକୁ ହେବ।