ରୋମୀୟ 3:25-26

ରୋମୀୟ 3:25-26 OERV

ଲୋକମାନଙ୍କୁ ବିଶ୍ୱାସ ଜରିଆରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ୟରେ ପରମେଶ୍ୱର ଯୀଶୁଙ୍କୁ ପଥ ଭାବରେ ଦେଇଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ୟୁ ଦ୍ୱାରା ପରମେଶ୍ୱର କ୍ଷମା କରନ୍ତି। ଯୀଶୁଙ୍କୁ ଦେବା ଦ୍ୱାରା ଏହା ପ୍ରମାଣିତ କରେ ଯେ ପରମେଶ୍ୱର ସର୍ବଦା ନ୍ୟାୟ କରନ୍ତି। ପୂର୍ବରୁ ପରମେଶ୍ୱର ଧୈର୍ଯ୍ୟ ଧରି ରହିଥିବା ଲୋକମାନଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡ ନ ଦେଇ ଉଚିତ୍ କାର୍ଯ୍ୟ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ୱର ଯେ, ନିଜେ ନ୍ୟାୟବାନ ତାହା ଦେଖାଇବା ପାଇଁ ଯୀଶୁଙ୍କଠାରେ ବିଶ୍ୱାସ ରଖି ଥିବା ଯେକୌଣସି ଲୋକକୁ ଧାର୍ମିକ କଲେ।

Video ରୋମୀୟ 3:25-26

Huoneentaulu jakeelle ରୋମୀୟ 3:25-26

ରୋମୀୟ 3:25-26 - ଲୋକମାନଙ୍କୁ ବିଶ୍ୱାସ ଜରିଆରେ, ପାପରୁ କ୍ଷମା କରିବା ଉଦ୍ଦେଶ୍ୟରେ ପରମେଶ୍ୱର ଯୀଶୁଙ୍କୁ ପଥ ଭାବରେ ଦେଇଥିଲେ। ଯୀଶୁଙ୍କ ରକ୍ତ ବା ମୃତ୍ୟୁ ଦ୍ୱାରା ପରମେଶ୍ୱର କ୍ଷମା କରନ୍ତି। ଯୀଶୁଙ୍କୁ ଦେବା ଦ୍ୱାରା ଏହା ପ୍ରମାଣିତ କରେ ଯେ ପରମେଶ୍ୱର ସର୍ବଦା ନ୍ୟାୟ କରନ୍ତି। ପୂର୍ବରୁ ପରମେଶ୍ୱର ଧୈର୍ଯ୍ୟ ଧରି ରହିଥିବା ଲୋକମାନଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡ ନ ଦେଇ ଉଚିତ୍ କାର୍ଯ୍ୟ କରିଥିଲେ। ସେ ନିଜର ଧାର୍ମିକତା ପ୍ରକାଶ କରିବା ପାଇଁ ଏବେ ଯୀଶୁଙ୍କୁ ପଠାଇଲେ। ପରମେଶ୍ୱର ଯେ, ନିଜେ ନ୍ୟାୟବାନ ତାହା ଦେଖାଇବା ପାଇଁ ଯୀଶୁଙ୍କଠାରେ ବିଶ୍ୱାସ ରଖି ଥିବା ଯେକୌଣସି ଲୋକକୁ ଧାର୍ମିକ କଲେ।

Ilmaiset lukusuunnitelmat ja hartaudet liittyen aiheeseen ରୋମୀୟ 3:25-26