ରୋମୀୟ 5:1-2

ରୋମୀୟ 5:1-2 OERV

ଆମ୍ଭର ବିଶ୍ୱାସ ହେତୁ ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ସହିତ ଆମ୍ଭେ ଶାନ୍ତିରେ ଅଛୁ। ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହର ଅଧୀନ କଲେ। ଏବେ ଆମ୍ଭେ ଏହି ଅନୁଗ୍ରହରେ ରହିଛୁ ଓ ଆମ୍ଭେ ପରମେଶ୍ୱରଙ୍କ ଏହି ମହିମାରେ ଭାଗୀଦର ହୋଇଥିବା ଆଶାରେ ଆନନ୍ଦିତ।

Huoneentaulu jakeelle ରୋମୀୟ 5:1-2

ରୋମୀୟ 5:1-2 - ଆମ୍ଭର ବିଶ୍ୱାସ ହେତୁ ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ସହିତ ଆମ୍ଭେ ଶାନ୍ତିରେ ଅଛୁ। ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହର ଅଧୀନ କଲେ। ଏବେ ଆମ୍ଭେ ଏହି ଅନୁଗ୍ରହରେ ରହିଛୁ ଓ ଆମ୍ଭେ ପରମେଶ୍ୱରଙ୍କ ଏହି ମହିମାରେ ଭାଗୀଦର ହୋଇଥିବା ଆଶାରେ ଆନନ୍ଦିତ।