Logo YouVersion
Îcone de recherche

ମାଥିଉଲିଖିତ ସୁସମାଚାର 23:37

ମାଥିଉଲିଖିତ ସୁସମାଚାର 23:37 ODCLBSI

“ହେ ଯିରୂଶାଲମ, ହେ ଯିରୂଶାଲମ। ତୁମେ ଭାବବାଦୀମାନଙ୍କୁ ହତ୍ୟା କରୁଛ ଓ ଈଶ୍ୱରପ୍ରେରିତ ବାର୍ତ୍ତାବହମାନଙ୍କୁ ପଥର ଫୋପାଡ଼ି ମାରୁଛ। କୁକୁଡ଼ା ତା’ ଡ଼େଣା ତଳେ ଛୁଆମାନଙ୍କୁ ଧରି ରଖିବା ପରି, ତୁମ ଲୋକମାନଙ୍କୁ ମୋ’ ବାହୁ ଛାୟାତଳେ ରକ୍ଷା କରିବା ପାଇଁ ମୁଁ କେତେଥର ଚେଷ୍ଟା କରିଛି। କିନ୍ତୁ ତୁମେ ମୋତେ ତାହା କରିବାକୁ ଦେଇ ନାହଁ।

Vidéo pour ମାଥିଉଲିଖିତ ସୁସମାଚାର 23:37

Verset illustré pour ମାଥିଉଲିଖିତ ସୁସମାଚାର 23:37

ମାଥିଉଲିଖିତ ସୁସମାଚାର 23:37 - “ହେ ଯିରୂଶାଲମ, ହେ ଯିରୂଶାଲମ। ତୁମେ ଭାବବାଦୀମାନଙ୍କୁ ହତ୍ୟା କରୁଛ ଓ ଈଶ୍ୱରପ୍ରେରିତ ବାର୍ତ୍ତାବହମାନଙ୍କୁ ପଥର ଫୋପାଡ଼ି ମାରୁଛ। କୁକୁଡ଼ା ତା’ ଡ଼େଣା ତଳେ ଛୁଆମାନଙ୍କୁ ଧରି ରଖିବା ପରି, ତୁମ ଲୋକମାନଙ୍କୁ ମୋ’ ବାହୁ ଛାୟାତଳେ ରକ୍ଷା କରିବା ପାଇଁ ମୁଁ କେତେଥର ଚେଷ୍ଟା କରିଛି। କିନ୍ତୁ ତୁମେ ମୋତେ ତାହା କରିବାକୁ ଦେଇ ନାହଁ।