לוגו של YouVersion
כתבי הקודשתכניותקטעי וידאו
הורד את האפליקציה
בורר שפה
סמל חיפוש

פסוקים פופולריים מ- ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:24

ଓଡିଆ ବାଇବେଲ

ORYIRV

ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:24

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:18

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:18

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:23

ଓଡିଆ ବାଇବେଲ

ORYIRV

ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:23

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:3

ଓଡିଆ ବାଇବେଲ

ORYIRV

ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:3

6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:25

ଓଡିଆ ବାଇବେଲ

ORYIRV

ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:25

לפרק הקודם
לפרק הבא
YouVersion

מעודד ומאתגר אתכם לקשר הדוק עם אלוהים בכל יום.

מִשׂרָד

אודות

קריירה

התנדב

בלוג

לחץ

קישורים שימושיים

עזרה

תרום

גרסאות הכתובים

אודיו הכתובים

שפות התנ"ך

הפסוק של היום


משרד דיגיטלי של

Life.Church
English (US)

©2025 Life.Church / YouVersion

מדיניות פרטיותתנאים
תוכנית לגילוי חולשות אחראי
פייסבוקטוויטראינטגרםיוטיובפינטרסט

בית

כתבי הקודש

תכניות

קטעי וידאו