YouVersion logó
BibliaOlvasótervekVideók
Szerezd meg az alkalmazást
Nyelvválasztó
Keresés

Népszerű bibliai igeversek innen: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:6

ଓଡିଆ ବାଇବେଲ

ORYIRV

ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:6

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:1

ଓଡିଆ ବାଇବେଲ

ORYIRV

ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:1

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:15

ଓଡିଆ ବାଇବେଲ

ORYIRV

ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:15

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:16

ଓଡିଆ ବାଇବେଲ

ORYIRV

ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:16

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:19

ଓଡିଆ ବାଇବେଲ

ORYIRV

ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:19

6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:17

ଓଡିଆ ବାଇବେଲ

ORYIRV

ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:17

7

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:11

ଓଡିଆ ବାଇବେଲ

ORYIRV

ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:11

8

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:24

ଓଡିଆ ବାଇବେଲ

ORYIRV

ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:24

9

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:20

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:20

Előző fejezet
Következő fejezet
YouVersion

Bátorítás és kihívás arra, hogy minden nap keressük az Istennel való bensőséges kapcsolatot.

Misszió

Rólunk

Álláslehetőség

Önkéntesség

Blog

Sajtó

Hasznos linkek

Súgó

Adomány

Biblia-fordítások

Hangos Bibliák

Biblia nyelve

Napi igevers


Egy digitális misszió:

Life.Church
English (US)

©2025 Life.Church / YouVersion

Adatvédelmi irányelvekÁSZF
Felelős közzététel
FacebookTwitterInstagramYoutubePinterest

Kezdőoldal

Biblia

Olvasótervek

Videók