1
ମାଥିଉଲିଖିତ ସୁସମାଚାର 13:23
ପବିତ୍ର ବାଇବଲ (CL) NT (BSI)
ODCLBSI
ଯେଉଁମାନେ ବାର୍ତ୍ତା ଶୁଣଇ ବୁଝନ୍ତି, ଭଲ ଜମିରେ କଡ଼ିଥିବା ବିହନ ପରି ତାହାର ସୁଫଳ ଲାଭ ଜମିରେ ପଡ଼ିଥିବା ବିହନ ପରି ତାହାର ସୁଫଳ ଲାଭ କରନ୍ତି। କେହି ପାଏ ଶହେ ଗୁଣ, କେହି ଷାଠିଏ ଗୁଣ ଓ କେହି ତିରିଶ ଗୁଣ।” ବାଳୁଙ୍ଗା ଦୃଷ୍ଟାନ୍ତ କଥା
Összehasonlít
Fedezd fel: ମାଥିଉଲିଖିତ ସୁସମାଚାର 13:23
2
ମାଥିଉଲିଖିତ ସୁସମାଚାର 13:22
କଣ୍ଟା ବୁଦା ଯେପରି କେତେକ ବୀଜକୁ ଗ୍ରାସ କରିଦିଏ, ସେହିପରି ଏହି ଜଗତର ଜଞ୍ଜାଳ ଓ ଧନ ସମ୍ପତ୍ତିର ଲାଳା କେତେକ ଲୋକଙ୍କଠାରେ ପହଞ୍ଚି ଥିବା ବାର୍ତ୍ତାକୁ ନଷ୍ଟ କରିଦିଏ ଏବଂ ସେମାନେ କୌଣସି ସୁଫଳ ପାଆନ୍ତି ନାହିଁ।
Fedezd fel: ମାଥିଉଲିଖିତ ସୁସମାଚାର 13:22
3
ମାଥିଉଲିଖିତ ସୁସମାଚାର 13:19
ଯେଉଁମାନେ ସ୍ୱର୍ଗରାଜ୍ୟର ବାର୍ତ୍ତା ଶୁଣନ୍ତି, ସେମାନଙ୍କ ହୃଦୟରୁ ଶୟତାନ ତାହା କାଢ଼ି ନେଇ ଯାଇଥାଏ। ଗସ୍ତା କଡ଼ରେ ପଡ଼ିଥିବା ବିହନର ଏହା ହେଉଛି ତାତ୍ପର୍ଯ୍ୟ।
Fedezd fel: ମାଥିଉଲିଖିତ ସୁସମାଚାର 13:19
4
ମାଥିଉଲିଖିତ ସୁସମାଚାର 13:20-21
“ଯେଉଁମାନେ ବାର୍ତ୍ତା ଶଉଣଇବା ମାତ୍ରେ ଆଗ୍ରହରେ ଗ୍ରହଣ କରନ୍ତି, ତାହା ପଥୁରିଆ ସ୍ଥାନରେ ପଡ଼ିଥିବା ବୀଜପରି, ସେମାନଙ୍କ ମନର ଗହୀରକୁ ଯାଇ ନ ଥିବାରୁ ସେମାନେ ତାକୁ ବେଶୀ ସମୟ ଧରି ରଖି ପାରନ୍ତି ନାହିଁ। ଏହି ବାର୍ତ୍ତା ଲାଗି ଯେତେବେଳେ କଷ୍ଟ ସ ତାଡ଼ନା ଆସେ, ସେମାନେ ଶୀଘ୍ର ତାକୁ ପରିତ୍ୟାଗ କରନ୍ତି।
Fedezd fel: ମାଥିଉଲିଖିତ ସୁସମାଚାର 13:20-21
5
ମାଥିଉଲିଖିତ ସୁସମାଚାର 13:44
“ଦିନେ ଜଣେ ଲୋକ କ୍ଷେତରେ ଖୋଳୁ ଖୋଳୁ ପୋତା ହୋଇଥିବା ଧନ ପାଇଲା। ସେ ତାକୁ ଘୋଡ଼ାଇ ପକାଇଲା। ଆଉ ଆନନ୍ଦରେ ନିଜର ସବୁ ସମ୍ପତ୍ତି ବିକି ଦେଇ ସେହି ଜମିନେଲା। ସ୍ୱର୍ଗରାଜ୍ୟ ଏହି ପୋତା ଧନ ପରି।
Fedezd fel: ମାଥିଉଲିଖିତ ସୁସମାଚାର 13:44
6
ମାଥିଉଲିଖିତ ସୁସମାଚାର 13:8
କିନ୍ତୁ ଆଉ କେତେ ବିହନ ଭଲ ଜମିରେ ପଡ଼ି ଗଛ ହୋଇ ଫଳ ଧରିଲା। କେତେ ଶହେ ଗୁଣ, କେତେ ଷାଠିଏ ଗୁଣ ଓ କେତେ ତିରିଶ ଗୁଣ ଫଳିଲା।”
Fedezd fel: ମାଥିଉଲିଖିତ ସୁସମାଚାର 13:8
7
ମାଥିଉଲିଖିତ ସୁସମାଚାର 13:30
ଅମଳ ପର୍ଯ୍ୟନ୍ତ ଗହମ ଓ ବାଳୁଙ୍ଗା ଏକାଠି ବଢ଼ୁ। ସେତେବେଳେ କଟାଳିମାନଙ୍କୁ କହିବା, ସେମାନେ ଆଗେ ବାଳୁଙ୍ଗାଗୁଡ଼ିକ କାଟି, ବିଡ଼ା ବାନ୍ଧି ପୋଡ଼ି ଦେବେ। ତା’ପରେ ଗହମ ଅମଳ କରି ଖମାରରେ ରଖିବେ’।”
Fedezd fel: ମାଥିଉଲିଖିତ ସୁସମାଚାର 13:30