1
ଆଦି ପୁସ୍ତକ 2:24
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
Bandingkan
Telusuri ଆଦି ପୁସ୍ତକ 2:24
2
ଆଦି ପୁସ୍ତକ 2:18
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
Telusuri ଆଦି ପୁସ୍ତକ 2:18
3
ଆଦି ପୁସ୍ତକ 2:7
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
Telusuri ଆଦି ପୁସ୍ତକ 2:7
4
ଆଦି ପୁସ୍ତକ 2:23
ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
Telusuri ଆଦି ପୁସ୍ତକ 2:23
5
ଆଦି ପୁସ୍ତକ 2:3
ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
Telusuri ଆଦି ପୁସ୍ତକ 2:3
6
ଆଦି ପୁସ୍ତକ 2:25
ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
Telusuri ଆଦି ପୁସ୍ତକ 2:25
Beranda
Alkitab
Rencana
Video