1
ଲୂକ 2:11
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।
Confronta
Esplora ଲୂକ 2:11
2
ଲୂକ 2:10
ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି
Esplora ଲୂକ 2:10
3
ଲୂକ 2:14
“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”
Esplora ଲୂକ 2:14
4
ଲୂକ 2:52
ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ବରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।
Esplora ଲୂକ 2:52
5
ଲୂକ 2:12
ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ।
Esplora ଲୂକ 2:12
6
ଲୂକ 2:8-9
ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ। ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।
Esplora ଲୂକ 2:8-9