ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:9
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:9 ORYIRV
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।