Logo YouVersion
Icona Cerca

ମାଥିଉଲିଖିତ ସୁସମାଚାର 5:11-12

ମାଥିଉଲିଖିତ ସୁସମାଚାର 5:11-12 ODCLBSI

“ମୋର ଅନୁଗାମୀ ହୋଇଥିବାରୁ ଲୋକେ ତୁମକୁ ଅପମାନ ଦେବେ, ନିର୍ଯ୍ୟାତନା କରିବେ ଓ ତୁମ ବିରୁଦ୍ଧରେ ମିଥ୍ୟା ରଟନା କରିବେ, ତୁମେ ନିଜକୁ ଧନ୍ୟ ବୋଲି ମନେକର। ଆନନ୍ଦିତ ହୋଇ ଉଲ୍ଲାସ କର, କାରଣ ସ୍ୱର୍ଗରେ ତୁମ ପାଇଁ ମହା ପୁରସ୍କାର ରଖାଯାଇଛି। ମନେରଖ, ତୁମ ପୂର୍ବରୁ ଭାବବାଦୀମାନେ ମଧ୍ୟ ଏହିପରି ନିର୍ଯ୍ୟାତିତ ହୋଇଥିଲେ।

Piani di Lettura e Devozionali gratuiti relativi a ମାଥିଉଲିଖିତ ସୁସମାଚାର 5:11-12