Logo YouVersion
Icona Cerca

ପ୍ରେରିତ 11:17-18

ପ୍ରେରିତ 11:17-18 IRVORY

ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ବର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ବରଙ୍କୁ ପ୍ରତିରୋଧ କରିପାରିଥାନ୍ତି? ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି।

Piani di Lettura e Devozionali gratuiti relativi a ପ୍ରେରିତ 11:17-18