Logo YouVersion
Icona Cerca

ପ୍ରେରିତ 14:9-10

ପ୍ରେରିତ 14:9-10 IRVORY

ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା। ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ, ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା।