Logo YouVersion
Icona Cerca

ପ୍ରେରିତ 16:27-28

ପ୍ରେରିତ 16:27-28 IRVORY

ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ। କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।