Logo YouVersion
Icona Cerca

ପ୍ରେରିତ 2:44-45

ପ୍ରେରିତ 2:44-45 IRVORY

ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ। ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ।