Logo YouVersion
Icona Cerca

ପ୍ରେରିତ 9:17-18

ପ୍ରେରିତ 9:17-18 IRVORY

ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍‍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି। ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କଅଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,

Piani di Lettura e Devozionali gratuiti relativi a ପ୍ରେରିତ 9:17-18