Logo YouVersion
Icona Cerca

ଲୂକ 18:4-5

ଲୂକ 18:4-5 IRVORY

ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ, ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।’”