Logo YouVersion
Icona Cerca

ଲୂକ 18:7-8

ଲୂକ 18:7-8 IRVORY

ତେବେ ଈଶ୍ବରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି? ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ୱାସ ଦେଖିବେ?”