Logo YouVersion
Icona Cerca

ଲୂକ 2:8-9

ଲୂକ 2:8-9 IRVORY

ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ। ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।

Immagine del Versetto per ଲୂକ 2:8-9

ଲୂକ 2:8-9 - ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ। ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।

Piani di Lettura e Devozionali gratuiti relativi a ଲୂକ 2:8-9