Logo YouVersion
Icona Cerca

ଲୂକ 7:7-9

ଲୂକ 7:7-9 IRVORY

ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ। ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।”

Piani di Lettura e Devozionali gratuiti relativi a ଲୂକ 7:7-9