Logo YouVersion
Icona Cerca

ମାଥିଉ 15:25-27

ମାଥିଉ 15:25-27 IRVORY

କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋହର ଉପକାର କରନ୍ତୁ। ମାତ୍ର ସେ ଉତ୍ତର ଦେଲେ, “ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।” କିନ୍ତୁ ସେ କହିଲା, ହଁ, ପ୍ରଭୁ, କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି।