Logo YouVersion
Icona Cerca

ମାଥିଉ 20:26-28

ମାଥିଉ 20:26-28 IRVORY

ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, ଆଉ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ଦାସ ହେଉ, ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”

Piani di Lettura e Devozionali gratuiti relativi a ମାଥିଉ 20:26-28