Logo YouVersion
Icona Cerca

ରୋମୀୟ 1:26-28

ରୋମୀୟ 1:26-28 IRVORY

ଏହି କାରଣରୁ ଈଶ୍ବର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ, ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ। ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।

Video per ରୋମୀୟ 1:26-28