Logo YouVersion
Icona Cerca

ରୋମୀୟ 16:25-27

ରୋମୀୟ 16:25-27 IRVORY

ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା, ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି, ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ବରଙ୍କ ଗୌରବ ହେଉ। ଆମେନ୍‍।

Video per ରୋମୀୟ 16:25-27