Logo YouVersion
Icona Cerca

ରୋମୀୟ 7:21-22

ରୋମୀୟ 7:21-22 IRVORY

ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୋʼଠାରେ କାର୍ଯ୍ୟ କରେ, ତାହା ମୁଁ ଦେଖୁଅଛି। କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ବରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,

Video per ରୋମୀୟ 7:21-22

Piani di Lettura e Devozionali gratuiti relativi a ରୋମୀୟ 7:21-22