1
ମାଥିଉ 4:4
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
କିନ୍ତୁ ଯୀଶୁ ଉତ୍ତର ଦେଲେ, “ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’”
比較
ମାଥିଉ 4:4で検索
2
ମାଥିଉ 4:10
ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”
ମାଥିଉ 4:10で検索
3
ମାଥିଉ 4:7
ଯୀଶୁ ତାହାଙ୍କୁ କହିଲେ, “ଆହୁରି ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କରିବ ନାହିଁ।’”
ମାଥିଉ 4:7で検索
4
ମାଥିଉ 4:1-2
ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ, ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।
ମାଥିଉ 4:1-2で検索
5
ମାଥିଉ 4:19-20
ସେ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।” ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।
ମାଥିଉ 4:19-20で検索
6
ମାଥିଉ 4:17
ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
ମାଥିଉ 4:17で検索
ホーム
聖書
読書プラン
ビデオ