1
ମାର୍କ 15:34
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍ଥାନୀ?” ଅର୍ଥାତ୍ “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?”
比較
ମାର୍କ 15:34で検索
2
ମାର୍କ 15:39
ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ।
ମାର୍କ 15:39で検索
3
ମାର୍କ 15:38
ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା।
ମାର୍କ 15:38で検索
4
ମାର୍କ 15:37
କିନ୍ତୁ ଯୀଶୁ ଉଚ୍ଚସ୍ୱର କରି ପ୍ରାଣତ୍ୟାଗ କଲେ।
ମାର୍କ 15:37で検索
5
ମାର୍କ 15:33
ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।
ମାର୍କ 15:33で検索
6
ମାର୍କ 15:15
ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
ମାର୍କ 15:15で検索
ホーム
聖書
読書プラン
ビデオ