1
ମାର୍କ 7:21-23
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ, ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୂର୍ଖତା; ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ।”
比較
ମାର୍କ 7:21-23で検索
2
ମାର୍କ 7:15
ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରିପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ।
ମାର୍କ 7:15で検索
3
ମାର୍କ 7:6
ସେ ସେମାନଙ୍କୁ କହିଲେ, “ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
ମାର୍କ 7:6で検索
4
ମାର୍କ 7:7
ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି।’
ମାର୍କ 7:7で検索
5
ମାର୍କ 7:8
ତୁମ୍ଭେମାନେ ଈଶ୍ବରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ।”
ମାର୍କ 7:8で検索
ホーム
聖書
読書プラン
ビデオ