ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 19:29

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 19:29 ORYIRV

ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି, ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ।

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 19:29のビデオ