ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 27:36

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 27:36 ORYIRV

ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋ’ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି ?”

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 27:36のビデオ