1
ଯାତ୍ରା ପୁସ୍ତକ 23:25-26
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନଜଳରେ ଆଶୀର୍ବାଦ କରିବେ, ପୁଣି ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା,। ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା।
ប្រៀបធៀប
រុករក ଯାତ୍ରା ପୁସ୍ତକ 23:25-26
2
ଯାତ୍ରା ପୁସ୍ତକ 23:20
ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
រុករក ଯାତ୍ରା ପୁସ୍ତକ 23:20
3
ଯାତ୍ରା ପୁସ୍ତକ 23:22
ମାତ୍ର ତୁମ୍ଭେ ଯେବେ ନିତା; ତାହାଙ୍କ ରବରେ ଅବଧାନ କରିବ, ପୁଣି ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।
រុករក ଯାତ୍ରା ପୁସ୍ତକ 23:22
4
ଯାତ୍ରା ପୁସ୍ତକ 23:2-3
ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ; କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁଣ।
រុករក ଯାତ୍ରା ପୁସ୍ତକ 23:2-3
5
ଯାତ୍ରା ପୁସ୍ତକ 23:1
ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।
រុករក ଯାତ୍ରା ପୁସ୍ତକ 23:1
គេហ៍
ព្រះគម្ពីរ
គម្រោងអាន
វីដេអូ