1
ଯାତ୍ରା ପୁସ୍ତକ 25:8-9
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା। ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସବୁ କରିବ।
ប្រៀបធៀប
រុករក ଯାତ୍ରା ପୁସ୍ତକ 25:8-9
2
ଯାତ୍ରା ପୁସ୍ତକ 25:2
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
រុករក ଯାତ୍ରା ପୁସ୍ତକ 25:2
គេហ៍
ព្រះគម្ពីរ
គម្រោងអាន
វីដេអូ