1
ଯାତ୍ରା ପୁସ୍ତକ 36:1
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ରଚନା କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ।
ប្រៀបធៀប
រុករក ଯାତ୍ରା ପୁସ୍ତକ 36:1
2
ଯାତ୍ରା ପୁସ୍ତକ 36:3
ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ରଚନା କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ଵେଚ୍ଛାରେ ଆହୁରି ଉପହାର ଆଣିଲେ।
រុករក ଯାତ୍ରା ପୁସ୍ତକ 36:3
គេហ៍
ព្រះគម្ពីរ
គម្រោងអាន
វីដេអូ