1
ଯାତ୍ରା ପୁସ୍ତକ 4:11-12
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ମନୁଷ୍ୟର ମୁଖ କିଏ ନିର୍ମାଣ କରିଛନ୍ତି? ପୁଣି ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରଇ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ? ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।
ប្រៀបធៀប
រុករក ଯାତ୍ରା ପୁସ୍ତକ 4:11-12
2
ଯାତ୍ରା ପୁସ୍ତକ 4:10
ଅନନ୍ତର ମୋଶା ସଦାପ୍ରଭୁଙ୍କୁ କହିଲେ, ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ଵ ଅଟେ।
រុករក ଯାତ୍ରା ପୁସ୍ତକ 4:10
3
ଯାତ୍ରା ପୁସ୍ତକ 4:14
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ତେଣୁ ସେ କହିଲେ, ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।
រុករក ଯାତ୍ରା ପୁସ୍ତକ 4:14
គេហ៍
ព្រះគម្ពីរ
គម្រោងអាន
វីដេអូ