1
ଯାତ୍ରା ପୁସ୍ତକ 40:38
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କାରଣ ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।
ប្រៀបធៀប
រុករក ଯାତ୍ରା ପୁସ୍ତକ 40:38
2
ଯାତ୍ରା ପୁସ୍ତକ 40:34-35
ଅନନ୍ତର ମେଘସେହି ସମାଗମ-ତମ୍ଵୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା। ତହିଁରେ ମୋଶା ସମାଗମ-ତମ୍ଵୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।
រុករក ଯାତ୍ରା ପୁସ୍ତକ 40:34-35
គេហ៍
ព្រះគម្ពីរ
គម្រោងអាន
វីដេអូ