1
ଆଦି ପୁସ୍ତକ 19:26
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା।
ប្រៀបធៀប
រុករក ଆଦି ପୁସ୍ତକ 19:26
2
ଆଦି ପୁସ୍ତକ 19:16
ତଥାପି ସେ ବିଳମ୍ଵ କଲା; ତହିଁରେ ତାହା ପ୍ରତି ସଦାପ୍ରଭୁଙ୍କର ଦୟା ହେତୁରୁ ସେମାନେ ତାହାର ଓ ତାହା ଭାର୍ଯ୍ୟାର ଓ ଦୁଇ କନ୍ୟାଙ୍କର ହସ୍ତ ଧରି ସେମାନଙ୍କୁ ନଗରର ବାହାରେ ରଖିଲେ।
រុករក ଆଦି ପୁସ୍ତକ 19:16
3
ଆଦି ପୁସ୍ତକ 19:17
ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।
រុករក ଆଦି ପୁସ୍ତକ 19:17
4
ଆଦି ପୁସ୍ତକ 19:29
ଏହିରୂପେ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ଵର ଅବ୍ରହାମଙ୍କୁ ସ୍ମରଣ କଲେ, ପୁଣି ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲା, ସେହି ସେହି ନଗରର ଉତ୍ପାଟନ ସମୟରେ ଉତ୍ପାଟନ ମଧ୍ୟରୁ ଲୋଟକୁ ବାହାର କଲେ।
រុករក ଆଦି ପୁସ୍ତକ 19:29
គេហ៍
ព្រះគម្ពីរ
គម្រោងអាន
វីដេអូ