ତହିଁରେ ସେ ଗୃହାଧ୍ୟକ୍ଷ କହିଲା, ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ଵର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ଵର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତଧନ ଦେଇ ଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା। ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା।