1
ଆଦି ପୁସ୍ତକ 46:3
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ସେତେବେଳେ ସେ କହିଲେ, ଆମ୍ଭେ ପରମେଶ୍ଵର, ତୁମ୍ଭ ପିତାର ପରମେଶ୍ଵର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।
ប្រៀបធៀប
រុករក ଆଦି ପୁସ୍ତକ 46:3
2
ଆଦି ପୁସ୍ତକ 46:4
ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।
រុករក ଆଦି ପୁସ୍ତକ 46:4
3
ଆଦି ପୁସ୍ତକ 46:29
ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ୍ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ବେଳ ଯାଏ ରୋଦନ କଲେ।
រុករក ଆଦି ପୁସ୍ତକ 46:29
4
ଆଦି ପୁସ୍ତକ 46:30
ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜିଯାଏ ବଞ୍ଚିଅଛ।
រុករក ଆଦି ପୁସ୍ତକ 46:30
គេហ៍
ព្រះគម្ពីរ
គម្រោងអាន
វីដេអូ