1
ଲୂକ 2:11
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ,।
ប្រៀបធៀប
រុករក ଲୂକ 2:11
2
ଲୂକ 2:10
ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟ; ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି
រុករក ଲୂକ 2:10
3
ଲୂକ 2:14
ଊର୍ଦ୍ଧ୍ଵଲୋକରେ ଈଶ୍ଵରଙ୍କ ମହିମା, ପୁଣି ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।
រុករក ଲୂକ 2:14
4
ଲୂକ 2:52
ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି ଈଶ୍ଵରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।
រុករក ଲୂକ 2:52
5
ଲୂକ 2:12
ଆଉ, ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ଵରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ତରେ ଶୋଇଥିବାର ଦେଖିବ।
រុករក ଲୂକ 2:12
6
ଲୂକ 2:8-9
ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ପଲ ଜଗୁଥିଲେ। ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କ ଚତୁର୍ଦ୍ଦିଗରେ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।
រុករក ଲୂକ 2:8-9
គេហ៍
ព្រះគម្ពីរ
គម្រោងអាន
វីដេអូ