1
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:27
ପବିତ୍ର ବାଇବଲ (CL) NT (BSI)
ODCLBSI
କିନ୍ତୁ ଈଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜିତ କରିବା ପାଇଁ ଜଗତ ଦ୍ୱାରା ବିବେଚିତ ଦୁର୍ବଳମାନଙ୍କୁ ମନୋନୀତ କରିଛନ୍ତି।
ប្រៀបធៀប
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:27
2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:18
ବିନଷ୍ଟ ହେବାକୁ ଯାଉଥିବା ଲୋକମାନଙ୍କ ପାଇଁ କ୍ରୁଶର ବାର୍ତ୍ତା ନିର୍ବୋଧତା। କିନ୍ତୁ ଆମ୍ଭମାନଙ୍କ ପରି ପରିତ୍ରାଣପ୍ରାପ୍ତ ହେଉଥିବା ଲୋକମାନଙ୍କ ପାଇଁ ଏହା ହେଉଛି ଈଶ୍ୱରଙ୍କ ଶକ୍ତି।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:18
3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:25
କାରଣ ଯାହା ଈଶ୍ୱରଙ୍କ ମୂର୍ଖତା ବୋଲି ମନେହୁଏ, ତାହା ମନୁଷ୍ୟ ଜ୍ଞାନଠାରୁ ଉକ୍ରୃଷ୍ଟତର। ପୁଣି ଯାହା ଈଶ୍ୱରଙ୍କ ଦୁର୍ବଳତା ବୋଲି ମନେହୁଏ, ତାହା ମନୁଷ୍ୟର ବଳଠାରୁ ଅଧିକ ଶକ୍ତିଶାଳୀ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:25
4
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:9
ଯେଉଁ ଈଶ୍ୱର ତାଙ୍କ ପୁତ୍ର ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସାହଚର୍ଯ୍ୟ ପାଇବା ପାଇଁ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ସେ ସଦା ବିଶ୍ୱସ୍ତ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:9
5
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:10
ଭାଇମାନେ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅଧିକାର ବଳରେ ମୁଁ ତୁମ୍ଭମାନଙ୍କୁ ଆବେଦନ କରୁଛି, ଆଲୋଚନା କରିବା ସମୟରେ ଏକ ମତ ହୁଅ। ତା’ହେଲେ ତୁମ ମଧ୍ୟରେ କୌଣସି ବିଭେଦ ରହିବ ନାହିଁ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:10
6
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:20
ତେଣୁ ଏ ଯୁଗର ଜ୍ଞାନୀ, ପଣ୍ଡିତ କିମ୍ବା ତାର୍କିକମାନଙ୍କର ସ୍ଥାନ କେଉଁଠାରେ? ଏହି ଜଗତର ଜ୍ଞାନକୁ ମୂର୍ଖତା ବୋଲି ଈଶ୍ୱର ପ୍ରକାଶ କରି ନାହାନ୍ତି କି?
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:20
គេហ៍
ព្រះគម្ពីរ
គម្រោងអាន
វីដេអូ