1
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:4-5
ପବିତ୍ର ବାଇବଲ (CL) NT (BSI)
ODCLBSI
ପ୍ରେମ ଧୈର୍ଯ୍ୟଶୀଳ ଓ ସଦୟ, ପ୍ରେମ ଈର୍ଷାପର, ଆତ୍ମାଭିମାନୀ ବା ଅହଙ୍କାରୀ ନୁହେଁ। ପ୍ରେମ ଋକ୍ଷ ସ୍ୱଭାବ ବା ସ୍ୱାର୍ଥପର ନୁହେଁ, ଅଯଥା ବିରକ୍ତ ହୁଏ ନାହିଁ। ପ୍ରେମ ତା’ ପ୍ରତି କରାଯାଇଥିବା ଅନ୍ୟାୟର ହିସାବ ରଖେ ନାହିଁ।
ប្រៀបធៀប
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:4-5
2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:7
ତା’ର ଅସୀମ ବିଶ୍ୱାସ, ଅଦମ୍ୟ ଭରସା; କୌଣସି ପରିସ୍ଥିତିରେ ସେ ଧୈର୍ଯ୍ୟଚ୍ୟୁତ ହୁଏ ନାହିଁ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:7
3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:6
ପ୍ରେମ ଅଧର୍ମରେ ଆନନ୍ଦ କରେ ନାହିଁ, ସତ୍ୟରେ ତା’ର ଆନନ୍ଦ। ପ୍ରେମ ସବୁ କିଛି ସହ୍ୟ କରେ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:6
4
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:13
ବିଶ୍ୱାସ, ଭରସା ଓ ପ୍ରେମ - ଏହି ତିନୋଟି ସ୍ଥାୟୀ ବିଷୟ ମଧ୍ୟରେ ପ୍ରେମ ହିଁ ଶ୍ରେଷ୍ଠ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:13
5
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:8
ପ୍ରେମ ଚିରସ୍ଥାୟୀ। ପ୍ରେରଣାପୂର୍ଣ୍ଣ ଧର୍ମ ପ୍ରଚାର କ୍ଷଣିକ। ଅଲୌକିକ ଭାଷାରେ କଥା କହିବା ଶକ୍ତି କ୍ଷୟ ପାଇବ, ମନୁଷ୍ୟ ଜ୍ଞାନର ବିଲୋପ ଘଟିବ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:8
6
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:1
ମୁଁ ମନୁଷ୍ୟମାନଙ୍କର ତଥା ସ୍ୱର୍ଗଦୂତମାନଙ୍କ ଭାଷାରେ କଥା କହି ପାରିଲେ ସୁଦ୍ଧା, ମୋ’ ହୃଦୟରେ ପ୍ରେମ ନ ଥିଲେ, ମୁଁ କେବଳ ଗୋଟିଏ ଶବ୍ଦାୟମାନ ପିଟା ଘଣ୍ଟା, କିଅବା ଝଣତ୍କାର କରୁଥିବା ଗୋଟିଏ କରତାଳ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:1
7
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:2
ପ୍ରେରଣାପୂର୍ଣ୍ଣ ଧର୍ମପ୍ରଚାର କରିବାକୁ ମୋର ଶକ୍ତି ଥାଇପାରେ। ସମସ୍ତ ବିଷୟରେ ଜ୍ଞାନ ଥାଇପାରେ, ସମସ୍ତ ନିଗୂଢ଼ ତତ୍ତ୍ୱ ବୁଝିବାକୁ ଶକ୍ତି ଥାଇପାରେ, ବିଶ୍ୱାସ ବଳରେ ପାହାଡ଼ ଘୁଞ୍ଚାଇବା ସାମର୍ଥ୍ୟ ଥାଇପାରେ; ତଥାପି ମୋର ପ୍ରେମ ନ ଥିଲେ, ମୁଁ କିଛି ନୁହେଁ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:2
8
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:3
ଯଦିବା ମୋର ସର୍ବସ୍ୱ ଦାନ କରିପାରେ କିମ୍ବା ଅଗ୍ନିରେ ଦଗ୍ଧ ହେବା ପାଇଁ ମୋ’ ଶରୀରକୁ ବିସର୍ଜନ କରି ଦିଏ, ତଥାପି ଯଦି ମୋ’ ହୃଦୟରେ ପ୍ରେମ ନାହିଁ, ସେସବୁ ମୋ’ ପାଇଁ ବୃଥା।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:3
9
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:11
ମୁଁ ଶିଶୁ ଥିଲାବେଳେ ମୋର କଥାବାର୍ତ୍ତା, ଅନୁଭୂତି ଓ ଚିନ୍ତାଧାରା ଶିଶୁସୁଲଭ ଥିଲା। କିନ୍ତୁ ବୟଃପ୍ରାପ୍ତ ହେଲା ପରେ ବର୍ତ୍ତମାନ ମୁଁ ଆଉ ଶିଶୁ ପରି ଆଚରଣ କରୁ ନାହିଁ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:11
គេហ៍
ព្រះគម្ពីរ
គម្រោងអាន
វីដេអូ