1
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:58
ପବିତ୍ର ବାଇବଲ (CL) NT (BSI)
ODCLBSI
ଅତଏବ ପ୍ରିୟ ଭାଇମାନେ, ଅଟଳ ଓ ଅବିଚଳିତ ରୁହ। ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ତତ୍ପର ହୁଅ। କାରଣ ତୁମ୍ଭେମାନେ ଜାଣ ଯେ, ପ୍ରଭୁଙ୍କ ପାଇଁ ତୁମ୍ଭମାନଙ୍କର ପରିଶ୍ରମ କେବେହେଲେ ବୃଥା ହେବ ନାହିଁ।
ប្រៀបធៀប
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:58
2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:57
କିନ୍ତୁ ଆମେ ଈଶ୍ୱରଙ୍କଠାରେ କୃତଜ୍ଞତା ଜଣାଇବା, କାରଣ ସେ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ବିଜୟୀ କରାଇଛନ୍ତି।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:57
3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:33
ତୁମ୍ଭେମାନେ ପ୍ରତାରିତ ହୁଅ ନାହିଁ - “କୁସଂସର୍ଗରେ ସତ୍ଚରିତ୍ର ନଷ୍ଟ ହୁଏ।”
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:33
4
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:10
କିନ୍ତୁ ଏବେ ମୁଁ ଯାହା ହୋଇଛି, ତାହା ଈଶ୍ୱରଙ୍କ ଅନୁଗ୍ରହରୁ ହୋଇଛି ଏବଂ ମୋ’ ପ୍ରତି ତାଙ୍କର ଅନୁଗ୍ରହ ନିଷ୍ଫଳ ହୋଇ ନାହିଁ। ବରଂ ଅନ୍ୟାନ୍ୟ ସମସ୍ତ ପ୍ରେରିତ ଶିଷ୍ୟମାନଙ୍କଠାରୁ ମୁଁ ଅଧିକ ପରିଶ୍ରମ କରିଛି। ପ୍ରକୃତରେ ଏସବୁ ମୁଁ କରି ନାହିଁ, କିନ୍ତୁ ମୋ’ ପ୍ରତି ଈଶ୍ୱରଙ୍କ ଅନୁଗ୍ରହ ଥିବା ହେତୁ ଏହ ସମ୍ଭବ ହୋଇଛି।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:10
5
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:55-56
“ମୃତ୍ୟୁର ବିନାଶ ଘଟିଛି, ବିଜୟ ହୋଇଛି ସମ୍ପୂର୍ଣ୍ଣ। ରେ ମୃତ୍ୟୁ! କାହିଁ ତୋର ଜୟ ରେ ମୃତ୍ୟୁ! କାହିଁ ତୋର ନାହୁଡ଼?” ମୃତ୍ୟୁର ନାହୁଡ଼ ପାପ, ପୁଣି ପାପର ବଳ ବ୍ୟବସ୍ଥା।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:55-56
6
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:51-52-51-52
ଶୁଣ, ମୁଁ ତୁମ୍ଭମାନଙ୍କୁ ଏକ ନିଗୂଢ଼ ସତ୍ୟ ଜଣାଉଛି। ଆମେ ସମସ୍ତେ ମୃତ୍ୟୁ ଭୋଗ କରିବା ନାହିଁ। କିନ୍ତୁ ଶେଷ ତୂରୀ ଧ୍ୱନି ହେବା ସମୟରେ, ଗୋଟିଏ ମୁହୂର୍ତ୍ତରେ, ଆଖି ପଲକରେ ଆମେ ସମସ୍ତେ ରୂପାନ୍ତରିତ ହେବା। ସେତେବେଳେ ମୃତମାନେ ଅମର ହୋଇ ଉତ୍ଥିତ ହେବେ ଏବଂ ଆମେ ସମସ୍ତେ ପରିବର୍ତ୍ତିତ ହେବା।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:51-52-51-52
7
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:21-22
ଜଣକ ଯୋଗୁଁ ମୃତ୍ୟୁ ଜଗତରେ ପ୍ରବେଶ କଲା। ସେହିପରି ଜଣକ ଯୋଗୁଁ ମୃତମାନଙ୍କର ପୁନରୁତ୍ଥାନ ସମ୍ଭବ ହୋଇଛି। ଆଦମଙ୍କ ସହିତ ସମ୍ପର୍କ ଥିବାରୁ ପ୍ରତ୍ୟେକ ମନୁଷ୍ୟ ମୃତ୍ୟୁଭୋଗ କଲା ପରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ପ୍ରତ୍ୟେକେ ପୁନର୍ଜୀବନ ଲାଭ କରିବେ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:21-22
8
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:53
କାରଣ ଯାହା ନଶ୍ୱର, ତାହାକୁ ଅବିନଶ୍ୱର ରୂପେ ପରିବର୍ତ୍ତିତ ହେବାକୁ ପଡ଼ିବ; ଯେଉଁ ପାର୍ଥିବ ଶରୀର ମରଣଶୀଳ, ତାହାକୁ ଅମରରୂପ ବସ୍ତ୍ର ପରିଧାନ କରବାକୁ ହେବ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:53
9
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:25-26
ଈଶ୍ୱର ସମସ୍ତ ଶତ୍ରୁଙ୍କୁ ପରାସ୍ତ କରି ଖ୍ରୀଷ୍ଟଙ୍କ ପଦଦଳିତ କରିବା ପର୍ଯ୍ୟନ୍ତ, ଖ୍ରୀଷ୍ଟ ରାଜତ୍ୱ କରିବେ। ଶେଷରେ ଅନ୍ତିମ ଶତ୍ରୁ ମୃତ୍ୟୁ ମଧ୍ୟ ପରାଜିତ ହେବ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:25-26
គេហ៍
ព្រះគម្ពីរ
គម្រោងអាន
វីដេអូ