1
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:9
ପବିତ୍ର ବାଇବଲ (CL) NT (BSI)
ODCLBSI
ଯେପରି ଧର୍ମଶାସ୍ତ୍ରରେ ଲେଖାଅଛି: “ଯାହା କେହି କେବେ ଦେଖି ନାହିଁ କିମ୍ବା ଶୁଣି ନାହିଁ, ଯାହା ଘଟିବାର କେହି କଳ୍ପନା କରି ନାହିଁ, ତାଙ୍କୁ ପ୍ରେମ କରୁଥିବା ଲୋକମାନଙ୍କ ନିମନ୍ତେ ଈଶ୍ୱର ସେହି ସବୁ ପ୍ରସ୍ତୁତ କରିଛନ୍ତି।”
ប្រៀបធៀប
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:9
2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:14
କିନ୍ତୁ ଯେ ଆଧ୍ୟାତ୍ମିକମନା ନୁହେଁ, ସେ ପରମାତ୍ମାଙ୍କ ଦାନଗୁଡ଼ିକ ଗ୍ରହଣ କରିବାକୁ ଅକ୍ଷମ। ସେ ପ୍ରକୃତରେ ଏହି ଦାନଗୁଡ଼ିକୁ ବୁଝିପାରେ ନାହିଁ। ସେସବୁ ତା’ ପାଇଁ ନିର୍ବୋଧତା; କାରଣ କେବଳ ଆଧ୍ୟାତ୍ମିକ ଭିତ୍ତିରେ ସେଗୁଡ଼କର ମୂଲ୍ୟାୟନ କରାଯାଇପାରେ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:14
3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:10
କିନ୍ତୁ ଈଶ୍ୱର ତାଙ୍କ ଆତ୍ମାଙ୍କ ଦ୍ୱାରା ଉକ୍ତ ଗୁପ୍ତ ବିଷୟ ଆମ୍ଭମାନଙ୍କୁ ଜଣାଇଛନ୍ତି। ସେହି ପରମାତ୍ମା ହିଁ ଈଶ୍ୱରଙ୍କ ଗଭୀରତମ ପରିକଳ୍ପନାସବୁର ସନ୍ଧାନ କରନ୍ତି।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:10
4
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:12
ଆମେ ଜାଗତିକ ଆତ୍ମା ପ୍ରାପ୍ତ ହୋଇ ନାହୁଁ। କିନ୍ତୁ ଈଶ୍ୱରପ୍ରଦତ୍ତ ସମସ୍ତ ବିଷୟ ଜାଣି ପାରିବା ନିମନ୍ତେ ଈଶ୍ୱରପ୍ରେରିତ ଆତ୍ମାଙ୍କୁ ଗ୍ରହଣ କରିଛୁ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:12
5
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:4-5
ମୋର ଶିକ୍ଷା ଓ ବାର୍ତ୍ତା, ମନୁଷ୍ୟ ଜ୍ଞାନର ବାକ୍ଚାତୁରୀ ଦ୍ୱାରା ପ୍ରଦତ୍ତ ହୋଇ ନ ଥିଲା। ତାହା ଈଶ୍ୱରଙ୍କ ଆତ୍ମାଙ୍କ ଶକ୍ତିର ନିଶ୍ଚିତ ପ୍ରମାଣ ଦ୍ୱାରା ପ୍ରଚାରିତ ହୋଇଥିଲା। ତେଣୁ ତୁମ୍ଭମାନଙ୍କର ବିଶ୍ୱାସ ମନୁଷ୍ୟର ଜ୍ଞାନ ଉପରେ ଆଧାରିତ ନୁହେଁ, ତାହା ଈଶ୍ୱରଙ୍କ ଶକ୍ତିରେ ପ୍ରତିଷ୍ଠିତ।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:4-5
គេហ៍
ព្រះគម្ពីរ
គម្រោងអាន
វីដេអូ