1
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 5:11
ପବିତ୍ର ବାଇବଲ (CL) NT (BSI)
ODCLBSI
ମୋର କହିବାର ଉଦ୍ଦେଶ୍ୟ ହେଉଛି ଯେ ତୁମ୍ଭମାନଙ୍କ ସଙ୍ଗୀ ବୋଲି ପରିଚିତ କୌଣସି ଲୋକ ଯଦି ବ୍ୟଭିଚାରୀ, ଲୋଭୀ, ପ୍ରତିମାପୂଜକ, କୁତ୍ସାରଟନାକାରୀ, ମାତାଲ୍ କିମ୍ବା ଚୋର ହୁଏ, ତେବେ ତାହା ସହିତ ସମସ୍ତ ସମ୍ପର୍କ ଛିନ୍ନ କରିଦେବ। ଏପରି କି, ଏ ଧରଣର ଲୋକ ସହିତ ଖିଆପିଆ ମଧ୍ୟ କରିବ ନାହିଁ।
ប្រៀបធៀប
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 5:11
2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 5:7
ତୁମ୍ଭମାନଙ୍କ ମଧ୍ୟରୁ ପାପରୂପ ପୁରୁଣା ଖମୀରକୁ ଦୂର କରି ସମ୍ପୂର୍ଣ୍ଣ ଶୁଚି ହୁଅ। ତାହାହେଲେ, ତୁମ୍ଭେମାନେ ଖମୀରଶୂନ୍ୟ ନିର୍ମଳ ମଇଦା ପରି ହେବ - ଅବଶ୍ୟ ମୁଁ ଜାଣେ, ତୁମ୍ଭେମାନେ ବର୍ତ୍ତମାନ ସେହିପରି ଅଛ। ନିସ୍ତାର ପର୍ବର ପ୍ରସ୍ତୁତି ସରିଛି। ଆମ ପରିତ୍ରାଣ ନିମନ୍ତେ ନିସ୍ତାର ପର୍ବର ମେଷଶାବକ ପରି ସ୍ୱୟଂ ଖ୍ରୀଷ୍ଟ ବଳି ରୂପେ ଉତ୍ସର୍ଗିତ ହୋଇଛନ୍ତି।
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 5:7
3
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 5:12-13
ତାହାର ଲୋକମାନଙ୍କ ବିଚାର କରିବାକୁ ମୁଁ କିଏ? ଈଶ୍ୱର ସେମାନଙ୍କର ବିଚାର କରିବେ। କିନ୍ତୁ ଆମ ମଣ୍ଡଳୀ ଅନ୍ତର୍ଭୁକ୍ତ ଲୋକମାନଙ୍କର ବିଚାର କରିବାର ଦାୟିତ୍ୱ କ’ଣ ଆମର ନାହିଁ? ଧର୍ମଶାସ୍ତ୍ରରେ ଲେଖାଅଛି, “ତୁମ୍ଭମାନଙ୍କ ମଧ୍ୟରୁ ଦୁର୍ଜନକୁ ବିତାଡ଼ିତ କର।”
រុករក କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 5:12-13
គេហ៍
ព្រះគម្ពីរ
គម្រោងអាន
វីដេអូ